ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ।
ଶ୍ରୀଜିଉଙ୍କ ବନକ ଲାଗି ନୀତି ପାଇଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ।
ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ।
powered by social2s