ମହିଳାଙ୍କ ବେକ କାଟି ନିର୍ମମ ହତ୍ୟା କଲା ଯୁବକ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଚୌଦ୍ୱାର: କଟକ ଜିଲ୍ଲା ଟାଙ୍ଗୀ ଥାନା ଗରୁଡ଼ଗାଁ ପଞ୍ଚାୟତ ଚନ୍ଦନପୁର ଗାଁରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି। ଡାହାଣୀ ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ କଲେ ପରିବାର। ଘଟଣାସ୍ଥଳରୁ ଅଭିଯୁକ୍ତ ଯୁବକ ଫେରାର ହୋଇଥିବା ସୂଚନା।

powered by social2s