ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା ଫେରିଛନ୍ତି ଉଷା ପାଢ଼ୀ । ଆଜି ଉଷା ପାଢ଼ୀଙ୍କୁ ୨ଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ମିଳିଛି । ହେମନ୍ତ ଶର୍ମାଙ୍କୁ ଶିଳ୍ପ ବିଭାଗ ପ୍ରମୁଖ ସଚିବ ଭାବେ ଓ ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବରେ ନିଯୁକ୍ତି ମିଳିଛି।
powered by social2s

