୫୪ ସଦସ୍ୟଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କ ଲାଇସେନ୍ସ ରଦ୍ଦ କଟକଣା ହଟାଇଲା ବିସିଆଇ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ସମ୍ୱଲପୁର: ସମ୍ବଲପୁରରେ ଓକିଲ ଆନ୍ଦୋଳନ ବେଳେ ଭଙ୍ଗାରୁଜା ଘଟଣାରେ ପୂର୍ବରୁ ସମ୍ବଲପୁର ବାର୍‌ ଆସୋସିଏଶନର ସମସ୍ତ ସଭ୍ୟଙ୍କ ଲାଇସେନ୍ସ ରଦ୍ଦ ନେଇ ଡିସେମ୍ବର ୧୨ରେ ଜାରି ନିର୍ଦ୍ଦେଶନାମା କରିଥିଲା ବିସିଆଇ। ବିସିଆଇ ଜାରି କରିଥିବା ନିର୍ଦ୍ଦେଶନାମାକୁ ପ୍ରତ୍ୟାହାର କରି ନେଇଛି। ୫୪ ଜଣ ସଦସ୍ୟଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କ ଲାଇସେନ୍ସ ରଦ୍ଦ କଟକଣା ହଟାଇଲା ବିସିଆଇ। କଟକଣା ହଟାଇବା ନେଇ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଗତକାଲି ଏକ ସାନି ନିର୍ଦ୍ଦେଶନାମା ଜାରି କରାଯାଇଛି। ୫୪ ଜଣ ସଦସ୍ୟଙ୍କୁ ଛାଡ଼ି ଅନ୍ୟ ସମସ୍ତ ଆଇନଜୀବୀମାନଙ୍କୁ କାର୍ଯ୍ୟ କରିବାକୁ ଅନୁମତି ମିଳିଛି।

powered by social2s