ଭୁବନେଶ୍ବର:୨୦୨୨ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା କରାଯାଇଛି। ଚଳିତବର୍ଷ ୨୩ଟି ଭାଷା ପାଇଁ ଘୋଷଣା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ହୋଇଛି। କବିତା ସଙ୍କଳନ "ଦୟାନଦୀ" ପାଇଁ କବୟତ୍ରୀ ଗାୟତ୍ରୀବାଳା ପଣ୍ଡା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।
powered by social2s

