ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବ୍ରହ୍ମପୁର: ଆଜିଠାରୁ ଆରମ୍ଭ ହୋଇଛି ଗୋପାଳପୁର ବେଳାଭୂମି ମହୋତ୍ସବ। ଡିସେମ୍ବର ୨୮ ତାରିଖ ଯାଏ ଏହି ମହୋତ୍ସବ ଚାଲିବ। ଏହି ମହୋତ୍ସବରେ ବଲିଉଡ ଓଲିଉଡ କଳାକାରଙ୍କର ସମାଗମ ହୋଇଥାଏ। କରୋନାର ଦୁଇ ବର୍ଷ ପରେ ଆୟୋଜନ ହୋଇଥିବାରୁ ପ୍ରବଳ ଭିଡ଼ ହୋଇପାରେ। ଭିଡ଼ ନିୟନ୍ତ୍ରଣ ପାଇଁ ୪୦ ଟି ସିସିଟିଭି କ୍ୟାମେରା ସହ ମେଳା ମଝିରେ ଓ୍ୱାଚ୍ ଟାଓ୍ୱାର ରହିବ। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୧୨ ପ୍ଲାଟୁନ୍ ଫୋର୍ସ ସହ ବରିଷ୍ଠ ପୁଲିସ୍ ଅଧିକାରୀ ମୁତୟନ ରହିବେ ବୋଲି କହିଛନ୍ତି ବ୍ରହ୍ମପୁର ଏସପି।

powered by social2s