ଭୁବନେଶ୍ବର: କୋଭିଡ ଗାଇଡଲାଇନ୍ ଅନୁଯାୟୀ ହେବ ଦଶମ ଓ ଦ୍ୱାଦଶ ପରୀକ୍ଷା ବୋଲି ସୂଚନା ଦେଇଛନ୍ତି ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ମନ୍ତ୍ରୀ କହିଛନ୍ତି ଯେ ଅନ୍ୟ ଦେଶ ମାନଙ୍କରେ କୋଭିଡ ମାମଲା ବୃଦ୍ଧି ପାଉଥିବାରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ନିୟମ ମାନିବାକୁ ନିବେଦନ କରିଛନ୍ତି ମନ୍ତ୍ରୀ।
powered by social2s

