ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆୟବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଓଡ଼ିଶାର ୯ଟି ସ୍ଥାନରେ ଚାଲିଛି ରେଡ୍। ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତରଞ୍ଜନ ପିଲ୍ଲା । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଚିତରଞ୍ଜନଙ୍କ ଭୁବନେଶ୍ୱର, ବାଲେଶ୍ୱର, ସୋନପୁର ଓ ଜଗତସିଂହପୁର ଠିକଣାରେ ଚଢ଼ାଉ ଜାରି ରଖିଛି ।

powered by social2s