ଆଜିଠୁ ପୁଣି ବଢ଼ିବ ଶୀତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ବର: ଆଜିଠାରୁ ଓଡ଼ିଶାରେ ପୁଣି ବଢ଼ିବ ଶୀତ। ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବା ସମ୍ଭାବନା ରହିଛି। ବହୁ ସ୍ଥାନରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏଁ ହ୍ରାସ ପାଇବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କେତେକ ସ୍ଥାନରେ ଘନ କୁହୁଡ଼ିର ପ୍ରଭାବ ମଧ୍ୟ ଦେଖିବାକୁ ମିଳିବ।

powered by social2s