ଭୁବନେଶ୍ୱର: ମାର୍ଚ୍ଚ ୧ରୁ ଆରମ୍ଭ ହେବ +୨ ବିଜ୍ଞାନ, ବାଣିଜ୍ୟ, କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା। ଏନେଇ ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।
powered by social2s