ଦୀର୍ଘ ଦିନ ଧରି ଅନୁପସ୍ଥିତ ଥିବା ୧୦ ଶିକ୍ଷକ ଓ ଶିକ୍ଷୟିତ୍ରୀ ବହିଷ୍କୃତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଦୀର୍ଘ ଦିନ ଧରି ଅନୁପସ୍ଥିତ ଥିବା ୧୦ ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ବହିଷ୍କାର କରାଯାଇଛି। ପୂର୍ବରୁ ଅନୁପସ୍ଥିତ ଥିବା ଏହି ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା। ନୋଟିସ ସତ୍ୱେ କୌଣସି ଉତ୍ତର ନ ମିଳିବାରୁ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଜିଲ୍ଲା ଶିକ୍ଷା ଅଧିକାରୀ।

powered by social2s