ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ କୋଭିଡ଼ ସଚେତନତା ରଥର ଶୁଭାରମ୍ଭ କଲେ ଜିଲ୍ଲାପାଳ ବିଜୟ ଅମୃତା କୁଳାଙ୍ଗେ।
୨୯ ତାରିଖ ଯାଏଁ ଦୈନିକ ୨ ଟି ବ୍ଲକ ବୁଲିବ ସଚେତନତା ରଥ।
ଗାଁ ଗାଁ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନ କରେଇବ ରଥ।
ଗଂଜାମ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କୁ ହେଡକ୍ୱାର୍ଟର ଛାଡିବାକୁ ମନା। ବିନା ଅନୁମତିରେ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ।
ବ୍ରିଟେନରେ କରୋନା ନୂଆ ଷ୍ଟ୍ରେନ ଚିହ୍ନଟ ପରେ ଏହି ପଦକ୍ଷେପ ନିଆଯାଇଛି।
powered by social2s

