ଆଜିଠୁ ଓଡ଼ିଶାରେ ଆରମ୍ଭ ହେଲା କୋଭିଡ ଟିକାକରଣ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଆଜିଠୁ ଓଡ଼ିଶାରେ ପୁଣି ଆରମ୍ଭ ହୋଇଛି କୋଭିଡ ଟିକାକରଣ । ପୂର୍ବ ପରି ସରକାରୀ ସ୍ୱାସ୍ଥ୍ୟକେନ୍ଦ୍ରରେ କୋଭିସିଲ୍ଡ ଟିକା ଦିଆଯିବ। ବର୍ତ୍ତମାନ ସୁଦ୍ଧା ରାଜ୍ଯରେ ମାତ୍ର ୪୦ ପ୍ରତିଶତ ନେଇଛନ୍ତି ବୁଷ୍ଟର ଡୋଜ୍।କୋଭିଡ ସଂକ୍ରମଣ ବଢୁଥିବାରୁ ଟିକା ନେବାକୁ ସ୍ୱାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।

powered by social2s