ଗଞ୍ଜାମର ଏକ ଜଙ୍ଗଲରୁ ଦନ୍ତାହାତୀର ମୃତଦେହ ଠାବ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭଞ୍ଜନଗର: ଗଞ୍ଜାମ ଜିଲ୍ଲାର ଜଗନ୍ନାଥପ୍ରସାଦ ବନାଞ୍ଚଳ ଅଧୀନ ମାଣପୁର ଗାଁ ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରିଛନ୍ତି।

powered by social2s