ଘନ କୁହୁଡ଼ି ନେଇ ଓଡିଶାର ୧୩ ଜିଲ୍ଲାକୁ ସତର୍କତା

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର; ଘନ କୁହୁଡ଼ି ନେଇ ଓଡିଶାର ୧୩ଟି ଜିଲ୍ଲାକୁ ସତର୍କତା ଜାରି କଲା ପାଣିପାଗ ବିଭାଗ। ଜିଲ୍ଲା ଗୁଡିକ ହେଲା ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ, ଗଜପତି ଓ ପୁରୀ।

powered by social2s