ପରଲୋକରେ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ସ୍ବର୍ଗତ ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କର ଦେହାନ୍ତ ହୋଇଛି। ମାତ୍ର ୨୬ ବର୍ଷ ବୟସରେ ଆଖି ବୁଜିଲେ ଅକ୍ଲାନ୍ତ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଲିଭର ଜନିତ ସମସ୍ୟା ଯୋଗୁଁ ଅକ୍ଳାନ୍ତ ମାସେ ହେଲା ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିଲେ। କଟକ ସତୀଚଉରାରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି।

powered by social2s