ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ଦୁଦୁରକୋଟର ଗାଁ ଜଙ୍ଗଲରୁ ଏକ କଲରାପତରିଆ ବାଘର ମୃତଦେହ ଠାବ ହୋଇଛି। ଦୁଇ ଦିନ ପୂର୍ବରୁ ବାଘର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ବାଘ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
powered by social2s