ଓଡ଼ିଆ ଭାଷାକୁ ମହାପ୍ରଭୁ ଜଗନ୍ନାଥ ତିଆରି କରିଛନ୍ତି: ବୈଷ୍ଣବ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଆଜି ଜଗନ୍ନାଥ ପର୍ଯ୍ୟଟନ ଟ୍ରେନ୍ ଶୁଭାରମ୍ଭ ଅବସରରେ ଏପରି କହିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ରେଳ ମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଛନ୍ତି ଯେ, ଓଡ଼ିଆ ଭାଷାକୁ ମହାପ୍ରଭୁ ଜଗନ୍ନାଥ ତିଆରି । କେବଳ ଓଡ଼ିଆକୁ ଛାଡ଼ି ବିଶ୍ୱର ସବୁ ଭାଷା ମଣିଷ ତିଆରି କରିଛି। ମହାପ୍ରଭୁ ତାଙ୍କ ପ୍ରସାଦ ଭାବେ ଓଡ଼ିଆ ଭାଷାକୁ ଦେଇଛନ୍ତି। ସେଥିପାଇଁ ଓଡ଼ିଆ ଭାଷା ଏତେ ମିଠା ବୋଲି କହିଲେ ମନ୍ତ୍ରି ଶ୍ରୀ ବୈଷ୍ଣବ।

 

powered by social2s