ମାଘ ସପ୍ତମୀ ଉପଲକ୍ଷେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଓ ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ଲକ୍ଷଲକ୍ଷ ଶ୍ରଦ୍ଧାଳୁୂ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ପୁରୀ: ଆଜି ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷଲକ୍ଷ ଶ୍ରଦ୍ଧାଳୁୂ। ତ୍ରିବେଣୀଶ୍ୱର, ଐଶାନେଶ୍ୱର, ଦକ୍ଷିଣେଶ୍ୱରଙ୍କ ମହାସ୍ନାନ ପରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁୂ। ଭୋର ୪ଟା ୪୦ ରେ ବୁଡ଼ ପକାଇବା ପରେ ସୂର୍ଯ୍ୟୋଦୟ ଦର୍ଶନ କରିଥିଲେ ଶ୍ରଦ୍ଧାଳୁୂ। ପିତୃପୁରୁଷଙ୍କୁ ପିଣ୍ଡଦାନ କଲେ ଶ୍ରଦ୍ଧାଳୁ। ଲକ୍ଷାଧିକ ଲୋକ ସମାଗମକୁ ଦୃଷ୍ଟିରେ ରଖି ୩୦ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି। ଆଜି ପାଇଁ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ କରାଯାଇଛି।

powered by social2s