ପରିବର୍ତ୍ତନ ହେଲା ମୋଗଲ ଗାର୍ଡେନର ନାଁ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନର ପ୍ରସିଦ୍ଧ ମୋଗଲ ଗାର୍ଡେନର ନାଁ ବଦଳିଲା । ଆଜିଠାରୁ ମୋଗଲ ଗାର୍ଡେନର ନାଁ ପରିବର୍ତ୍ତନ କରାଯାଇ ଅମୃତ ଉଦ୍ୟାନ ରଖାଯାଇଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରେସମିଟରେ ସୂଚନା ଦିଆଯାଇଛି। ଜାନୁଆରୀ ୩୧ ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଉଦ୍ୟାନ। ଏହା ମାର୍ଚ୍ଚ ୨୬ ପର୍ଯ୍ୟନ୍ତ ଖୋଲା ରହିବ।

powered by social2s