ଅନ୍ତିମ ଯାତ୍ରାରେ ନବ ଦାସ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଅନ୍ତିମ ଯାତ୍ରାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ। ଭୁବନେଶ୍ୱର ବିମାନବନ୍ଦରୁ ଝାରସୁଗୁଡ଼ା ଅଭିମୁଖେ ମନ୍ତ୍ରୀ ନବ ଦାସଙ୍କ ପାର୍ଥିବ ଶରୀର। ଝାରସୁଗୁଡ଼ାରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର। ଭୁବନେଶ୍ୱର ସ୍ଥିତ ବାସଭବନରେ ନବ ଦାସଙ୍କ ଶେଷ ଦର୍ଶନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ମରଶରୀରକୁ ଦିଆଗଲା ଗାର୍ଡ ଅଫ ଅନର ।

powered by social2s