ବିଧାନସଭା ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସଚିବଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। କାର୍ଯ୍ୟକାଳ ଏକ ବର୍ଷ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

powered by social2s