୪ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

 

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲାର ଭୋଗରାଇ ଉଦୟପୁର ନିକଟରୁ ୪୫ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି।

 

୬ ଜଙ୍କୁ ଅଟକ ରଖି ପଚରା ଉଚୁରା କରୁଛି ମେରାଇନ ଥାନା ପୋଲିସ।

 

ଜବତ ବ୍ରାଉନ ସୁଗାର ର ଆନୁମାନିକ ମୂଲ୍ୟ ସାଢ଼େ ୪ ଲକ୍ଷ ଟଙ୍କା ବୋଲି ଜଣାପଡିଛି।

 

powered by social2s