ମୁମ୍ବାଇ ହସ୍ପିଟାଲରେ ନିଆଁ ଲାଗି ୧୦ ଶିଶୁ ଙ୍କ ମୃତ୍ୟୁ
ମୁମ୍ବାଇ: ମୁମ୍ବାଇ ର ଏକ ସରକାରୀ ହସ୍ପିଟାଲରେ ନିଆଁ ଲାଗିଯିବାରୁ ୧୦ ଜଣ ଶିଶୁଙ୍କ ମୃତ୍ୟୁ ହୋଇଛି। ମହାରାଷ୍ଟ୍ରର ଭଣ୍ଡାରା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏହି ଘଟଣା ଘଟିଛି।
ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗିଥିବା ୱାର୍ଡରେ ୧୭ ଜଣ ଶିଶୁ ଥିଲେ। ତାଙ୍କ ଭିତରୁ ୧୦ ଜଣ ପ୍ରବଳ ଧୁଆଁ ରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ବରଣ କରିଥିଲେ। ଆଉ ୭ ଜଣ ନବଜାତ ଶିଶୁଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରାଯାଇଛି।
powered by social2s

