ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ
ବାରିପଦା: ଆଜି ଏକ ଅଜଣା ଗାଡ଼ି ଧକ୍କାରେ ୨ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି।
ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ବାଲିମୁଣ୍ଡଳୀ ଟିଟିଆ ଛକରେ।
ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି।
ମୃତକଙ୍କ ପରିଚୟ ମିଳିପାରି ନାହିଁ।
powered by social2s


