![]()
ଭୁବନେଶ୍ୱର: ଗୁରୁଚାପ ପ୍ରଭାବରେ ଓଡ଼ିଶାରେ ଘନ କୁହୁଡି ସମ୍ଭାବନା ରହିଛି।
ଆଗାମୀ ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ୟେଲୋ ଅଳେର୍ଟ ଜରିକରିଛି ପାଣିପାଗ ବିଭାଗ। ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ବୌଦ୍ଧ, କନ୍ଧମାଳ, ଅନୁଗୁଳ ଓ ଢେଙ୍କାନାଳ।
୪୮ ଘଣ୍ଟା ପରେ ୩ ରୁ ୪ ଡିଗ୍ରୀ କମିବ ରାତିର ତାପମାତ୍ରା।
ଗତ ୨୪ ଘଣ୍ଟା ରେ ଫୁଲବାଣୀରେ ତାପମାତ୍ରା ସର୍ବନିମ୍ନ ୧୧.୫ ଡିଗ୍ରୀ ରେକର୍ଡ।
powered by social2s

