ବିଶିଷ୍ଟ ସମାଜସେବୀ ଲଳିତ ନାୟକଙ୍କ ଦେହାନ୍ତ

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

ଭୁବନେଶ୍ୱର: ବିଶିଷ୍ଟ ସମାଜସେବୀ ଓ ଶ୍ରମିକ ନେତା ଲଳିତ ନାୟଙ୍କର ଭୁବନେଶ୍ୱର ଏମ୍ସରେ ପରଲୋକ ହୋଇଯାଇଛି ।

କିଛି ମାସ ଧରି କ୍ୟାନ୍ସରରେ ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ ଲଳିତ।

ସେ ପ୍ରାୟ ୫୦ଟି ସଂଗଠନର ସଭାପତି ଭାବେ ଦାୟିତ୍ୱ ତୁଳାଉଥିଲ।

powered by social2s