ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଭୁବନେଶ୍ୱର ଗାନ୍ଧୀ ମାର୍ଗ ରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ।
ଏହା ସହିତ ରାଜ୍ୟସ୍ତରୀୟ ପ୍ୟାରେଡ଼ ରେ ଅଭିବାଦନ ଗ୍ରହଣ କରିଥିଲେ।
ସମ୍ମାନୀତ ଅତିଥି ଭାବେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
କରୋନା କଟକଣା ଯୋଗୁ ସାମିଲ ହେଲେଣି ସାଧାରଣ ଜନତା।
ସୁରକ୍ଷା ଦୃଷ୍ଟିରୁ ୨୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଥିଲେ।
powered by social2s

