![]()
ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ସୁରଳ ଗାଁରେ ଏକ ୫ବର୍ଷ ର ଶିଶୁକୁ ଦୁଇ ଦୁର୍ବୁତ୍ତ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଥିବା ସୂଚନା ମିଳିଛି।
ଫଳରେ ଗୁରୁତର ଅବସ୍ଥାରେ ଶିଶୁଟିକୁ ବ୍ରହ୍ମପୁର ଏମ୍ କେ ସି ଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ତେବେ ଏଭଳି ଅଭାବନୀୟ ଘଟଣାର କାରଣ ଜଣାପଡିନଥିବା ବେଳେ ପୁଲିସ ତଦନ୍ତ ଆରମ୍ଭ କରିଛି।
ଏନେଇ ଗାଁରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି।
powered by social2s

