![]()
ଛତ୍ରପୁର: ଗଞ୍ଜାମ ଜିଲ୍ଲାର ଦୁଇଟି ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କଲେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା।
ନରେନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟ ଓ ରମ୍ଭା ବାଳିକା ଉଚ୍ଚ ବିଦ୍ୟାଳୟକୁ ପୋଷ୍ୟ ଭାବେ ଗ୍ରହଣ କଲେ ବିଧାୟକ।
ଦୁଇଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ହାଇକୋର୍ଟ ଜଜ, ଦୁଇ କେନ୍ଦ୍ରମନ୍ତ୍ରୀ, ରାଜ୍ୟର ସମସ୍ତ ମନ୍ତ୍ରୀ, ସାଂସଦ ଓ ବିଧାୟକ ମାନଙ୍କୁ ସ୍କୁଲ ଗୁଡିକୁ ପୋଷ୍ୟ ଭାବରେ ଗ୍ରହଣ କରିବାପାଇଁ ନିବେଦନ କରିଥିଲେ।
powered by social2s

