ବାଦାମପାହାଡ଼ରେ ଉଦ୍ଘାଟନ ହେଲା ୩ଟି ଟ୍ରେନ୍

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ବାରିପଦା: ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ରେ ୩ଟି ନୂଆ ଟ୍ରେନ୍ ଚଳାଚଳର ଉଦ୍ଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆରମ୍ଭ ହେଲା ବାଦାମପାହାଡ଼- ଶାଲିମାର ସାପ୍ତାହିକ ଏକ୍ସପ୍ରେସ। ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ଥିଲେ ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରେଳଷ୍ଟେସନ ପୁନର୍ବିକାଶର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି।

powered by social2s