ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର

ଓଡିଶା
Typography
  • Smaller Small Medium Big Bigger
  • Default Helvetica Segoe Georgia Times

 

 

ଅନୁଗୁଳ: ଘର ଭିତରୁ ଏକ ବୃଦ୍ଧ ଦମ୍ପତିଙ୍କ ମୃତ ଦେହ ଉଦ୍ଧାର ହୋଇଛି।

 

ଘଟଣା ଟି ଘଟିଛି ଅନୁଗୁଳ ଜିଲ୍ଲା ବିକ୍ରମପୁର ଥାନା ଅନ୍ତର୍ଗତ କର୍ଣ୍ଣପୁର ଗାଁରେ । ମୃତ ଦମ୍ପତି ହେଲେ ଦୁଃଖବନ୍ଧୁ ସାହୁ ଓ ପାଞ୍ଚେଳି ସାହୁ। ସକାଳୁ ଘର ଲୋକେ ଉଭୟଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରିଥିଲେ। ସର୍ଟସର୍କିଟ ଯୋଗୁଁ ଫ୍ୟାନ ପୋଡି ଯାଇ ଧୂଆଁ ରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ଆଶଙ୍କା।

 

powered by social2s