ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହେବ। ମସ୍ତକ ଠାରୁ ପାଦ ପର୍ଯ୍ୟନ୍ତ ପଦ୍ମ ଫୁଲ ରେ ବିଭୂଷିତ ହେବେ ଚତୁର୍ଦ୍ଧାମୂର୍ତ୍ତି। ଆସନ୍ତାକାଲି ଅବକାଶ ନୀତି ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଭକ୍ତ।
ଏସଓପି କୋହଳ ହେତୁ କାଲି ରବିବାର ଥିଲେ ବି ଖୋଲା ରହିବ ମନ୍ଦିର।
powered by social2s

