Warning: getimagesize(/home/odiaray/public_html/images/CM.jpg): failed to open stream: No such file or directory in /home/odiaray/public_html/plugins/content/social2s/features/opengraph.php on line 354

ପିପିଲି ଉପନିର୍ବାଚନ ପାଇଁ ପ୍ରଚାର କରିବନି ବିଜେଡି

ରାଜନୀତି
Typography
  • Smaller Small Medium Big Bigger
  • Default Helvetica Segoe Georgia Times

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ପ୍ରଚାର କରିବନି ବିଜେଡି ବୋଲି ଦଳର ସଭାପତି ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି। 

କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ବିଜେଡି।

ପ୍ରତିଟି ଜୀବନ ମୂଲ୍ୟବାନ, ସମସ୍ତେ ମୋ ପରିବାର ସଦସ୍ୟ ବୋଲି କହିଛନ୍ତି ନବୀନ।

powered by social2s